ORV
2. ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ ।
IRVOR
2. “ଯଥା, ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN