ORV
32. ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ତ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି ।
IRVOR
32. ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ,’ ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN