ORV
35. ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ପରାତ୍ପରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ଵରଙ୍କ ପୁତ୍ର ବୋଲି ଖ୍ୟାତ ହେବେ ।
IRVOR
35. ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN