ORV
26. ତାହା ଛଡ଼ା ତୁମ ଆମ ମଧ୍ୟରେ ଅତି ବୃହତ୍ ବ୍ୟବଧାନ ଅବସ୍ଥିତ, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରନ୍ତି ନାହିଁ, ପୁଣି ସେସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରନ୍ତି ନାହିଁ ।
IRVOR
26. ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN