ORV
2. ଆଉ, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି କହିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକି ରାଜଦ୍ରୋହୀ କରାଉଅଛି ଏବଂ କାଇସରଙ୍କୁ କର ଦେବା ପାଇଁ ନିଷେଧ କରୁଅଛି ଓ ଆପଣାକୁ ଅଭିଷିକ୍ତ ରାଜା ବୋଲି କହୁଅଛି ।
IRVOR
2. ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହୀ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN