ORV
1. ଇତିମଧ୍ୟରେ ସେ ଦ୍ଵାଦଶଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ, ପୁଣି ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ ।
IRVOR
1. (ମାଥିଉ 10:5-15; ମାର୍କ 6:7-13) ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN