ORV
12. ଇତିମଧ୍ୟରେ ଦିବା ଅବସାନ ହେବାକୁ ଲାଗିଲା; ସେଥିରେ ଦ୍ଵାଦଶ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚତୁର୍ଦ୍ଦିଗର ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ନିର୍ଜ୍ଜନ ସ୍ଥାନରେ ଅଛୁ ।
IRVOR
12. ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ସାଇଗୁଡ଼ିକକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN