ORV
6. ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ, ସେ ସେହି ସାତୋଟି ରୋଟୀ ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।
IRVOR
6. ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହି ସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN