ORV
29. କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ । ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ଵରଙ୍କଠାରୁ ପ୍ରାପ୍ତ ହୁଏ ।
IRVOR
29. କିନ୍ତୁ ଅନ୍ତରରେ ଯେ ଯିହୂଦୀ, ସେ ଯିହୂଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ । ଏପରିଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN