ORV
31. ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ ।
IRVOR
31. ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN