ORV
8. ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ ହସ୍ତ ଦ୍ଵାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି ।
IRVOR
8. ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN