ORV
15. ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ଵାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;
IRVOR
15. ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN