ORV
6. ହେ ମୋହର ପରମେଶ୍ଵର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ଵର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ଵରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ⇧ ହୋଇଅଛି ।
IRVOR
6. “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN