ORV
19. ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ ।
IRVOR
19. ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN