ORV
1. କାରଣ ବ୍ୟବସ୍ଥା ଆଗାମୀ ଉତ୍ତମ ଉତ୍ତମ ବିଷୟର ଛାୟା ସ୍ଵରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସର୍ବଦା ସେହି ଏକପ୍ରକାର ବଳି ଉତ୍ସର୍ଗ କରିବା ଦ୍ଵାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରେ ନାହିଁ ।
IRVOR
1. କାରଣ ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହି ସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରନ୍ତି ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN