ORV
1. ଲୋକେ କହନ୍ତି, କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟରୁ ଯାଇ ଯେବେ ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ଵାମୀ କି ପୁନର୍ବାର ତାହା ନିକଟକୁ ଯିବ? ଗଲେ, ସେହି ଦେଶ କି ଅତ୍ୟ; ଅଶୁଚି ନୋହିବ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ⇧? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!
IRVOR
1. ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN