ORV
18. ଆମ୍ଭକୁ ବିରକ୍ତ କରିବା ପାଇଁ ଚନ୍ଦ୍ରମାର ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ଵଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି ।
IRVOR
18. ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ [* ଆକାଶର ରାଣୀ ଅର୍ଥାତ୍ ଏହା ଅଷ୍ଟାରୋତ୍ ଦେବୀର ଅନ୍ୟ ନାମ ଅଟେ ] ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।’
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN