ORV
20. ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ ଓ କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ନୋହିବ ।
IRVOR
20. ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।’
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN