ORV
46. ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ଵରେ ବସିଥିଲା ।
IRVOR
46. (ମାଥିଉ 20:29-34; ଲୂକ 18:35-43) ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN