ORV
1. ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୋଟୀର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା । ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ତାହାଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ ।
IRVOR
1. ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା । ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN