ORV
34. ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
IRVOR
34. (ମାଥିଉ 16:24-28; ଲୂକ 9:23-27) ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN