ORV
17. ଏଥିରେ ଯୀଶୁ ତାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ଵର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି ।
IRVOR
17. ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN