ORV
16. ପୁଣି ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ଵାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?
IRVOR
16. ପୁଣି, ତାହାଙ୍କୁ ପଚାରିଲେ, ଏମାନେ କ'ଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN