ORV
32. କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାଙ୍କୁ ବିଶ୍ଵାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାଙ୍କୁ ବିଶ୍ଵାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାଙ୍କୁ ବିଶ୍ଵାସ କରି ପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ ।
IRVOR
32. କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରି ପାର, ଏଥି ନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ । ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN