ORV
41. ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ଵରଙ୍କ ଦ୍ଵାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କଲା ଉତ୍ତାରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
IRVOR
41. ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ୱରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN