ORV
16. ମୁଁ ସେମାନଙ୍କୁ ଉତ୍ତର ଦେଲି, ବାଦୀ ଓ ପ୍ରତିବାଦୀ ମୁଖାମୁଖି ନ ହେବା ପର୍ଯ୍ୟନ୍ତ, ପୁଣି ପ୍ରତିବାଦୀ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ଵନ୍ଧରେ ଆତ୍ମ-ପକ୍ଷସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାକୁ ସମର୍ପଣ କରିବା ରୋମୀୟମାନଙ୍କର ବିଧି ନୁହେଁ ।
IRVOR
16. ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟ ମାନଙ୍କର ବିଧି ନୁହେଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN