ORV
2. ହେ ରାଜନ୍ ଆଗ୍ରିପ୍ପା, ଯିହୁଦୀମାନେ ମୋʼ ବିରୁଦ୍ଧରେ ଯେସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ଵନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମ-ପକ୍ଷସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣାକୁ ସମୃଦ୍ଧିମାନ୍ ମନେ କରୁଅଛି,
IRVOR
2. ହେ ରାଜନ ଆଗ୍ରିପ୍ପା, ଯିହୂଦୀମାନେ ମୋ ବିରୁଦ୍ଧରେ ଯେ ସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ବନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମପକ୍ଷ ସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣଙ୍କୁ ସମୃଦ୍ଧିମାନ ମନେ କରୁଅଛି,
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN