ORV
35. କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ଵରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାଙ୍କୁ ଈଶ୍ଵର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ ।
IRVOR
35. କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ୱର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN