ORV
10. ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସପ୍ତାହସମୂହର ଉତ୍ସବ ପାଳନ କରିବ;
IRVOR
10. ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN