ORV
10. ତୁମ୍ଭ ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ଗାନ୍ଥି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,
IRVOR
10. ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN