ORV
3. ପୁଣି, ସେମାନେ ନାନା ଦେଶୀୟ ଲୋକମାନଙ୍କ ସକାଶୁ ଭୀତ ହେବାରୁ ଯଜ୍ଞବେଦିକି ତହିଁର ବଇଠି ଉପରେ ସ୍ଥାପନ କଲେ; ଆଉ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି, ଅର୍ଥାତ୍, ପ୍ରଭାତୀୟ ଓ ସନ୍ଧ୍ୟାକାଳୀୟ ହୋମବଳି ଉତ୍ସର୍ଗ କଲେ ।
IRVOR
3. ପୁଣି, ସେମାନେ ନାନା ଦେଶୀୟ ଲୋକମାନଙ୍କ ସକାଶୁ ଭୀତ ହେବାରୁ ଯଜ୍ଞବେଦିକୁ ତହିଁର ଭିତ୍ତିମୂଳ ଉପରେ ସ୍ଥାପନ କଲେ; ଆଉ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି, ଅର୍ଥାତ୍, ପ୍ରଭାତୀୟ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN