ORV
11. ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଆଜ୍ଞା କରି କହିଥିଲ, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କ ଅଶୌଚ ଦ୍ଵାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୌଚରେ ପରିପୂର୍ଣ୍ଣ କରିଅଛି ।
IRVOR
11. ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN