ORV
28. ସେ କହିଲେ, ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ (ପରମେଶ୍ଵରଙ୍କ ସହିତ ଯୋଦ୍ଧା) ନାମରେ ବିଖ୍ୟାତ ହେବ; କାରଣ ତୁମ୍ଭେ ପରମେଶ୍ଵର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ ।
IRVOR
28. ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN