ORV
1. ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ ।
IRVOR
1. ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN