ORV
20. ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକି ବିଳାପ କରିବାର ଶିକ୍ଷା ଦିଅ ।
IRVOR
20. ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN