ORV
1. ସେ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୁଦା ସୀମା ଓ ଯର୍ଦ୍ଦନର ପରପାରିକି ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ, ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି ଶିକ୍ଷା ଦେବାକୁ ଲାଗିଲେ ।
IRVOR
1. (ମାଥିଉ 19:1-12; ଲୂକ 16:18) ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୂଦା ସୀମା ଓ ଯର୍ଦ୍ଦନର ଅପରପାରିକୁ ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି, ଶିକ୍ଷା ଦେବାକୁ ଲାଗିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN