ORV
41. ପରେ ଯୀଶୁ ସେହି ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଘେନି ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୋଟୀଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ । ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ ।
IRVOR
41. ପରେ ଯୀଶୁ ସେହି ପାଞ୍ଚଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ । ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN