ORV
15. ମାତ୍ର ଯୀଶୁ ତାଙ୍କୁ ଉତ୍ତର ଦେଲେ, ଏବେ ସମ୍ମତ ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉପଯୁକ୍ତ । ସେଥିରେ ସେ ତାହାଙ୍କ କଥାରେ ସମ୍ମତ ହେଲେ ।
IRVOR
15. ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ ।" ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN