ORV
17. ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ଵାରା ମୃତ୍ୟୁ ରାଜତ୍ଵ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ଵ କରିବେ ।
IRVOR
17. ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN