ORV
13. କିମ୍ଵା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ଵରଙ୍କ ନିକଟରେ ସମର୍ପଣ କର, ପୁଣି ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ଵରଙ୍କ ନିକଟରେ ସମର୍ପଣ କର ।
IRVOR
13. କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN