ORV
14. ଆମ୍ଭଙ୍କୁ ଛାଡ଼ି ଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ମହତୀ ଏକ ଗୋଷ୍ଠୀ ଉତ୍ପନ୍ନ କରିବା ।
IRVOR
14. ଆମ୍ଭଙ୍କୁ ଛାଡ଼ି ଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ୍ ଗୋଷ୍ଠୀ ଉତ୍ପନ୍ନ କରିବା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN