ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
15. ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ ।

IRVOR
15. ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 19 Verses, Current Verse 15 of Total Verses 19
1 2 3 4 5 6
7 8 9 10 11 12 13 14 15 16 17 18 19
  • ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ ।
  • IRVOR

    ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
Total 19 Verses, Current Verse 15 of Total Verses 19
1 2 3 4 5 6
7 8 9 10 11 12 13 14 15 16 17 18 19
×

Alert

×

oriya Letters Keypad References