ORV
14. ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୌଚକ୍ରିୟା ସ୍ଵରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ନୈବେଦ୍ୟ ଉତ୍ସର୍ଗ କର ।
IRVOR
14. ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN