ORV
20. ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ସେମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ ।
IRVOR
20. ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN