ORV
28. କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ । ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ; ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା ।
IRVOR
28. କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN