ORV
14. ପୁଣି, ଥୁୟାଥୀରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ଵର-ଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କଥିତ ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାଙ୍କର ହୃଦୟ ଫିଟାଇ ଦେଲେ ।
IRVOR
14. ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN