ORV
34. ମିସରରେ ଆମ୍ଭର ଯେଉଁ ଲୋକମାନେ ଅଛନ୍ତି, ଆମ୍ଭେ ସେମାନଙ୍କର କ୍ଳେଶ ନିଶ୍ଚୟ ଦେଖିଅଛୁ ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଅଛୁ, ପୁଣି ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଅବତରଣ କରିଅଛୁ; ଆଉ ଏବେ ଆସ, ଆମ୍ଭେ ତୁମ୍ଭକୁ ମିସରକୁ ପ୍ରେରଣ କରିବା ।
IRVOR
34. ମିସରରେ ମୋର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN