ORV
52. ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣ-ମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
IRVOR
52. ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN