ORV
21. ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ଵ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ ।
IRVOR
21. ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN