ORV
14. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ତୁମ୍ଭ ମରଣ ଦିନ ଆସି ପହୁଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି ଦୁହେଁ ସମାଗମ-ତମ୍ଵୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା । ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ଵୁରେ ଠିଆ ହେଲେ ।
IRVOR
14. ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା। ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN